19.1 C
Bhubaneswar
Monday, February 2, 2026
Homeଓଡିଶାଯବାନଙ୍କ ବସ ଦୁର୍ଘଟଣା: ୨୮ ଆହତ

ଯବାନଙ୍କ ବସ ଦୁର୍ଘଟଣା: ୨୮ ଆହତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ତଡୁଆ ବାହାଲରେ ଦୁର୍ଘଟଣା । ୫୨୦ ଜାତୀୟ ରାଜପଥ ଓଡିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଗୁଆଲିରୁ ଘଟଗାଁ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଇ ଫେରାର ହେଲା ଟ୍ରକ ଡ୍ରାଇଭର । ଭାରସାମ୍ୟ ହରାଇ ବସଟି ଆଗରେ ଯାଇଥିବା ଅନ୍ୟ ଏକ ଟ୍ରକ ପଛରେ ପିଟି ହେବାରୁ ଗାଡିରେ ବସିଥିବା ଯାବାନ ଆହତ ହୋଇଛନ୍ତି । ୧୦ ଜଣଙ୍କୁ ଗଭୀର ଆଘାତ ଲାଗିଛି । ଆହତମାନଙ୍କୁ ଚମ୍ପୁଆ ଡାକ୍ତର ଖାନା ଓ ବାସୁଦେବପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ୨୮ ଯବାନଙ୍କୁ ନେଇ ଏହି ବସଟି ଘଟଗାଁ ଆନୁଆଲ କୋର୍ସ ଫାଇରିଙ୍ଗ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking