21.1 C
Bhubaneswar
Sunday, February 1, 2026
Homeଓଡିଶାଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ଆଜି ତିରୋଧାନ ଦିବସ । ଏହା ସହିତ ଆଜି ସହିଦ ଦିବସ । ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସ୍ତରୀୟ ସହିଦ ଦିବସ ତଥା ଗାନ୍ଧୀଜୀଙ୍କ ତିରୋଧାନ ଦିବସ ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଚଳୀ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଧାନସଭା ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତି ରହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପାଟି , ବାଚସ୍ପତି ସୁରମା ପାଢୀ, ଉପ ବାଚସ୍ପତି ଭବାନୀ ଶଙ୍କର ବୋଇ ଉପସ୍ଥିତ ରହି ଗାନ୍ଧୀଜୀଙ୍କର ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ପୋଲିସ ବାହିନୀ ପକ୍ଷରୁ ସହିଦମାନଙ୍କୁ ସମ୍ମାନ ପ୍ରଦାନ କରାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking