19.1 C
Bhubaneswar
Monday, February 2, 2026
Homeଦେଶ ବିଦେଶମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ସୁନେତ୍ରା ପାୱାର

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ସୁନେତ୍ରା ପାୱାର

ମହାରାଷ୍ଟ୍ର: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର। ଦିବଂଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ନେଲେ ଶପଥ। ମହାରାଷ୍ଟ୍ରର ପ୍ରଥମ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ। ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ସୁନେତ୍ର ପାୱାରଙ୍କ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍ ଏବଂ ଏକନାଥ ସିନ୍ଦେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅଜିତ ପାୱାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଥିବା ସମୟରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ଚଳିତ ମାସର ଜାନୁଆରୀ ୨୮ ତାରିଖରେ ବାରାମତିରେ ତାଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking