21.1 C
Bhubaneswar
Sunday, February 1, 2026
Homeଓଡିଶାଦୁଇ ବାଇକ୍ ଧକ୍କା: ୨ ମୃତ

ଦୁଇ ବାଇକ୍ ଧକ୍କା: ୨ ମୃତ

ସମ୍ବଲପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ପରିତୟ ମିଳିପାମ୍ନାହିଁ । ପରମାଣପୁର ନୂଆମୁଣ୍ଡା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଯାଇଥିଲା । ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking