21.1 C
Bhubaneswar
Monday, February 2, 2026
Homeଓଡିଶାଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ ।ମହାମହିମ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଓଡିଶା । ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଲୋକଭବନ ଯାଇ ସେଠାରେ ରାତ୍ରିଯାପନ କରିବେ । ଏହା ପରେ ଆସନ୍ତାକାଲି ସକାଳେ ମା’ ବିରାଜା ମନ୍ଦିର ଦର୍ଶନ ପାଇଁ ଯାଜପୁର ଯିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking