27.1 C
Bhubaneswar
Wednesday, February 4, 2026
Homeଓଡିଶାହ୍ୱାଟ୍ସଆପ୍‌ରେ ମିଳିବ ରାଜସ୍ୱ ସେବା

ହ୍ୱାଟ୍ସଆପ୍‌ରେ ମିଳିବ ରାଜସ୍ୱ ସେବା

ଭୁବନେଶ୍ୱର: ଏଣିକି ହ୍ୱାଟ୍ସଆପ୍‌ରେ ମିଳିବ ରାଜସ୍ୱ ସେବା । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ ସୂଚନା । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ । ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ । ଦୁର୍ନୀତି ବନ୍ଦ ସହ ବାରମ୍ବାର ତହସିଲ ଅଫିସକୁ ଦୌଡିବାକୁ ପଡିବନି । ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡା ଆକ୍ସନ ନିଆଯିବ । କାମ ନହେଲେ ରାଜସ୍ୱ ମନ୍ତ୍ରୀଙ୍କୁ ହ୍ୱାଟ୍ସଆପ୍‌ରେ ଅଭିଯୋଗ କରିପାରିବେ । ଆସନ୍ତାକାଲି ହ୍ୱାଟ୍ସଆପ୍ ସେବାକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ । ଏହାସହ ୫୫ ଟି ତହସିଲ ଅଫିସକୁ ରେଜିଷ୍ଟ୍ରି ଅଫିସରେ ରୂପାନ୍ତରିତ କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking