26.1 C
Bhubaneswar
Wednesday, February 4, 2026
Homeଓଡିଶାରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ମୟୁରଭଞ୍ଜ: ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ପୁରୀ ଶ୍ରୀମନ୍ଦିରରେ ଦର୍ଶନ ସାରି ତିନି ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ଲୁ-ବୁକ୍ ସିକ୍ୟୁରିଟି ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି, ମଙ୍ଗଳବାର ଏହାର ସମୀକ୍ଷା କରିଛନ୍ତି ଏଡିଜି ଦୟାଲ ଗାଙ୍ଗୱାର ଓ ମୟୂରଭଞ୍ଜ ଏସପି ବରୁଣ ଗୁଣ୍ଟୁପାଲି । ପ୍ରତି କାର୍ଯ୍ୟକ୍ରମ ସ୍ଥଳରେ ଜଣେ ଲେଖାଏଁ ଅଭିଜ୍ଞ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସୁରକ୍ଷା ବ୍ୟବସ୍ଥା ନେଇ ନିୟୋଜିତ କରାଯାଇଛି ।ସୁରକ୍ଷା ଦୃଷ୍ଟିରୁ ସହରରେ ୪୮ ପ୍ଲାଟୁନ ପୋଲିସ ଫୋର୍ସ ଓ ଶତାଧିକ ପୋଲିସ ଅଫିସର ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି ମୟୂରଭଞ୍ଜ ଏସପି ବରୁଣ ଗୁଣ୍ଠୁପାଲି । ଏହା ପୂର୍ବରୁ ରାଷ୍ଟ୍ରପତି  ଯାଜପୁର ଗସ୍ତରେ ଯାଇଥିଲେ ସେଠାରେ ମା ବିରଜଙ୍କା ଦର୍ଶନ କରିଥିଲେ ଏବଂ ନାଭିଗୟାରେ ପିଣ୍ତଦାନ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking