21.1 C
Bhubaneswar
Thursday, February 5, 2026
Homeଓଡିଶାଫେବୃଆରୀ ୧୫ରୁ କଟକରେ ଘର ଗଣନା ଆରମ୍ଭ

ଫେବୃଆରୀ ୧୫ରୁ କଟକରେ ଘର ଗଣନା ଆରମ୍ଭ

ଭୁବନେଶ୍ୱର: ଫେବୃଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା । ଏନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ । କହିଛନ୍ତି, ଡିଜିଟାଲ ପ୍ରକ୍ରିୟାରେ ଜନଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ୧୫ ଫେବୃଆରୀରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘର ଗଣନା ହେବ । ଘର ଗଣନା ସରିବା ପରେ ଆରମ୍ଭ ହେବ ଜନ ଗଣନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking