ଭୁବନେଶ୍ୱର: ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ବାହାର ରାଜ୍ୟର ଆଇନକୁ ଅନୁଧୟାନ କରାଯାଉଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।