31.1 C
Bhubaneswar
Friday, February 6, 2026
Homeଓଡିଶାନିଶା ମହାରଣାଙ୍କୁ ଆଗୁଆ ଜାମିନ

ନିଶା ମହାରଣାଙ୍କୁ ଆଗୁଆ ଜାମିନ

ବଲାଙ୍ଗିର: ବଲାଙ୍ଗିର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟୁ ପ୍ରଦର୍ଶନ ଘଟଣା । ନିଶା ମହାରଣାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି । ଅଶ୍ଳୀଳ ନୃତ୍ୟୁ ପ୍ରଦର୍ଶନକୁ ନେଇ ହୋଇଥିଲା ମାମଲା । ପୋଲିସ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ଘଟଣାରେ ୨ ଆୟୋଜକଙ୍କୁ ମଧ୍ୟ ଗିରଫ କରିଥିଲା ପୋଲିସ । ଗିରଫ ଭୟରେ୍ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା । ଆଜି ହାଇକୋର୍ଟରେ ଏହି ଆବେଦନର ଶୁଣାଣି କରି କୋର୍ଟ ନିଶାଙ୍କୁ ସର୍ତ୍ତମୂଳକ ଆଗୁଆ ଜାମିନ ପ୍ରଦାନ କରିଛନ୍ତିି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking