31.1 C
Bhubaneswar
Saturday, February 7, 2026
Homeଓଡିଶାଲାଗୁ ହେବ ନୂଆ ଅବକାରୀ ଆଇନ: ମନ୍ତ୍ରୀ

ଲାଗୁ ହେବ ନୂଆ ଅବକାରୀ ଆଇନ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ । ଅବୈଧ ନିଶା କାରବାର ରୋକିବା ପାଇଁ ପଦକ୍ଷେପ ନିଆଯିବ । ରେଡ୍ ବେଳେ ଅନଫୋର୍ସମେଣ୍ଟ ଟିମ୍ ବଡି କ୍ୟାମେରା ପିନ୍ଧିବେ । ଏହା ଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର । ପ୍ରମାଣ ଅଭାବରୁ ଆଉ ଖସି ପାରିବେନି ଅଭିଯୁକ୍ତ । ଅବକାରୀ କର୍ମଚାରୀ ଓ ଅଫିସରଙ୍କୁ ସଶସ୍ତ୍ର ବାହିନୀ କରିବାକୁ ପ୍ରକ୍ରିୟା ଚାଲିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking