31.1 C
Bhubaneswar
Saturday, February 7, 2026
Homeଓଡିଶାମାର୍ଚ୍ଚ ୧୪ରେ ମହାନଦୀ ଜଳ ବିବାଦ ଶୁଣାଣି

ମାର୍ଚ୍ଚ ୧୪ରେ ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ । ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ । ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି ଶେଷ ହେବାକୁ ଯାଉଛି । ଓଡିଶା ଏବଂ ଛତିଶଗଡର ଟ୍ରିବ୍ୟୁନାଲ ଅବଧି ବୃଦ୍ଧି ପାଇଁ ଅନୁରୋଧ କରିସାରିଛନ୍ତି । ୨୦୨୭ ମାର୍ଚ୍ଚ୨୭ ପର୍ଯ୍ୟନ୍ତ ବୃଦ୍ଧି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଟ୍ରିବ୍ୟୁନାଲ ଚେୟାରପର୍ସନ୍ ପଦ ଖାଲି ଥିବାରୁ ୯ ମାସ କାର୍ଯ୍ୟ ହୋଇନଥିଲା । ଯେଉଁଥିପାଇଁ କାର୍ଯ୍ୟକ୍ରମ ବିଳମ୍ବିତ ହୋଇଛି କହିଛନ୍ତି ଏଜି ପୀତାମ୍ବର ଆଚାର୍ଯ୍ୟ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking