30.1 C
Bhubaneswar
Thursday, February 12, 2026
Homeଓଡିଶା୮ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

୮ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଅନୁଗୁଳ: ଅନୁଗୁଳରେ ୮ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ୩୮ ବର୍ଷୀୟ ସମ୍ପର୍କୀୟ ଭାଇ ଗିରଫ । ଏଭଳି ସାଂଘାତିକ ଘଟଣା ଘଟିଛି ଅନୁଗୁଳ ସହର ଉପକଣ୍ଠରେ । ଏନେଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତ ହୃଷିକେଶ ନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ ଅଭିଯୁକ୍ତ ହୃଷିକେଶ ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଡାକି ନେବା ପରେ ତାଙ୍କ ସହ ଦୁଷ୍କର୍ମ କରିଥିଲା । ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking