31.1 C
Bhubaneswar
Friday, February 13, 2026
Homeଓଡିଶା୨୦ରୁ ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ

୨୦ରୁ ଠିକାଦାରଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯାଉଛି । ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ଦିଆଯାଇଛି । ରାଜ୍ୟବ୍ୟାପୀ ଠପ ହେବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ । ଏକାଠି ହେବେ ୭୦ ହଜାର ଠିକାଦାର ଓ ୩ ପ୍ରମୁଖ ଠିକାଦାର ସଂଘ । ପ୍ରେସମିଟରେ ମିଳିତ ମଞ୍ଚ ଓଡିଶା ଠିକାଦାର ମହାସଂଘ ଚେତାବନୀ ଦେଇଛି । ରାଜଧାନୀ ରାଜରାସ୍ତାରେ ବିଶାଳ ସମାବେଶ କରିବ ମହାସଂଘ । ଟେଣ୍ଡର ସୀମା ବୃଦ୍ଧି, ଜରିମାନା ଛାଡ ଆଦି ୮ ଦଫା କରିଛି ମହାସଂଘ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking