30.1 C
Bhubaneswar
Saturday, February 14, 2026
Homeଓଡିଶାଚୋର ସନ୍ଦେହରେ ଯୁବକଙ୍କୁ ପିଟି ମାରିଦେଲେ

ଚୋର ସନ୍ଦେହରେ ଯୁବକଙ୍କୁ ପିଟି ମାରିଦେଲେ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସାର୍ଦୁଲ ଗାଁରେ ଯୁବକଙ୍କୁ ପିଟି ପିଟି ହତ୍ୟା । ଚୋର ସନ୍ଦେହରେ ଯୁବକଙ୍କୁ ବାନ୍ଧି ପିଟିଛନ୍ତି ଗାଁ ଲୋକେ । ମୃତକ ହେଲେ କନ୍ଧମାଳ ଜିଲ୍ଲାର କୁରୁମୁଙ୍ଗିଆ ଗାଁର ପାନଧର ପ୍ରଧାନ । ଗତକାଲି ରାତିରେ ଦୁଇ ଜଣ ଚୋରି କରୁଥିବା ସମୟରେ ଜଣଙ୍କୁ କାବୁ କରିଥିଲେ । ଗାଁ ଲୋକେ ପରେ ଚୋରକୁ ବାନ୍ଧି ନିସ୍ତୁକ ମାଡ ମାରିଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଚୋରକୁ ଉଦ୍ଧାର କରାଯାଇ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବକଙ୍କୁ ମେଡିକାଲରେ ମୃତ ଘୋଷଣା କରିଛନ୍ତି ଡାକ୍ତର । ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking