32.1 C
Bhubaneswar
Saturday, February 14, 2026
Homeଓଡିଶାପୁରୁଖାଙ୍କୁ ପ୍ରାଧାନ୍ୟ ଦେଲେ ଭଲ: ଅଶୋକ

ପୁରୁଖାଙ୍କୁ ପ୍ରାଧାନ୍ୟ ଦେଲେ ଭଲ: ଅଶୋକ

ଭୁବନେଶ୍ୱର: ବିଜେଡିର ରାଜ୍ୟସଭା ପ୍ରାର୍ଥୀତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା । ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ ଦରକାର । ଏସବୁକୁ ସଭାପତି ବିଚାରକୁ ନେଲେ ଭଲ ହେବ । ଯେଉଁ ପାରାମିଟରରେ କିଏ ଆସୁଛି ସଭାପତି ଚିନ୍ତା କରୁଥିବେ । ଜାତୀୟ ସ୍ତରରେ ଆଞ୍ଚଳିକ ଦଳ ବି ପୁରୁଖା ନେତାଙ୍କୁ ପ୍ରାଧାନ୍ୟ ଦିଅନ୍ତି । ଆମେ ପୁରୁଖା ନେତାଙ୍କୁ ପ୍ରାଧାନ୍ୟ ଦେଲେ ଭଲ ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking