29.1 C
Bhubaneswar
Tuesday, February 17, 2026
Homeଦେଶ ବିଦେଶଆଜିଠୁ ଆରମ୍ଭ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଆଜିଠୁ ଆରମ୍ଭ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା । ଦଶମରେ ଦୁଇଟି ବୋର୍ଡ ନେଇ ସିବିଏସଇ ସ୍ପଷ୍ଟୀକରଣ ରଖିଛି । ଆଜିଠୁ ଆରମ୍ଭ ହେବ ପ୍ରଥମ ବୋର୍ଡ ପରୀକ୍ଷା ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ୱିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ମିଳିବ । ୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦ୍ୱିତୀୟ ବୋର୍ଡ ଦେଇପାରିବେ ପରୀକ୍ଷାର୍ଥୀ । ବିଜ୍ଞାନ, ଗଣିତ, ସାମାଜିକ ବିଜ୍ଞାନ, ଲାଙ୍ଗୁଏଜ ପେପର ଭିତରୁ ୩ଟି ଦେଇପାରିବେ । ପ୍ରଥମ ବୋର୍ଡରେ ୩ଟି କିମ୍ବା ତାଠାରୁ ଅଦିକ ପେପର ଦେଇନଥିଲେ ଅନୁମତି ମିଳିବନି । ପ୍ରଥମ ବୋର୍ଡ ପରୀକ୍ଷା ନଦେଲେ ଏସେନସିଆଲ ରିପିଟ ବର୍ଗରେ ରହିବେ । ଏସେନସିଆଲ ରିପିଟ ବର୍ଗରେ ରହିଲେ ସେମାନେ ପରବର୍ଷ ପରୀକ୍ଷା ଦେବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking