19.1 C
Bhubaneswar
Saturday, February 21, 2026
Homeଓଡିଶାଚିଲିକା ପୁନରୁଦ୍ଧାର ଯୋଜନା ଘୋଷଣା

ଚିଲିକା ପୁନରୁଦ୍ଧାର ଯୋଜନା ଘୋଷଣା

ଭୁବନେଶ୍ୱର: ରାଜ୍ୟ ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟରେ ଚିଲିକା ପୁନରୁଦ୍ଧାର ଯୋଜନା ଘୋଷଣା କରାଯାଇଛି । ଭୂ- ଆକୃତିଗତ ଅସ୍ଥିରତା ଦୂର ପାଇଁ କାର୍ଯ୍ୟ କରିବ ଯୋଜନା ରହିଛି । ସେହିପରି ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ପାଇଁ ୧୦ କୋଟି ଟଙ୍କାର ପ୍ରସ୍ତାବ ରହିଛି । ମହାନଦୀ ତଟବର୍ତ୍ତୀ ସୁରକ୍ଷା ଓ ପର୍ଯ୍ୟଟନ ପାଇଁ ୮୦ କୋଟି ରହିଛି । ପୁରୁଣା ଓ କ୍ଷତିଗ୍ରସ୍ତ ଜଳସେଚନ ଭିତ୍ତିଭୁମି ପାଇଁ ୧୦୦ କୋଟି ରହିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking