34.1 C
Bhubaneswar
Saturday, February 21, 2026
Homeଓଡିଶାପୁରୀବାସୀଙ୍କ ପାଇଁ ହୋଇପାରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀବାସୀଙ୍କ ପାଇଁ ହୋଇପାରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ: ପୁରୀ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିରରେ ହୋଇପାରେ ସ୍ୱତନ୍ତ୍ର ବ୍ୟବସ୍ଥା । ଅନୁଧ୍ୟାନ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛି ପରିଚାଳନା କମିଟି । ଏନେଇ ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଲିଖିତ ଉତ୍ତର ରଖିଛନ୍ତି । ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ କି ନାହିଁ ପ୍ରଶ୍ନ କରିଥିଲେ ପୁରୀ ବିଧାୟକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking