34.1 C
Bhubaneswar
Monday, February 23, 2026
Homeଓଡିଶାରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି

ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି

 

ଭୁବନେଶ୍ୱର: ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତରରୁ ଏହା ସ୍ପଷ୍ଟ ହୋଇଛି । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ, ବିସ୍କୁଟ, ମଇଦା, ସ୍ନାକ୍ସ, ଛତୁଆ, ସସ୍ , ସୋୟାବିନ, ଘିଅ, ଲହୁଣୀ , ଚିନି, ପାମ୍ପଡ, ଚକୋଲେଟ, ନୁଡୁଲ୍ସ ଆଦି ଅପମିଶ୍ରିତ ହେଉଥିବା ନେଇ ମନ୍ତ୍ରୀ ଉତ୍ତର ରଖିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking