31.1 C
Bhubaneswar
Thursday, February 26, 2026
Homeଦେଶ ବିଦେଶରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ରହିଛି । ମାର୍ଚ୍ଚ ୬ ରେ ନାମାଙ୍କନ ଯାଞ୍ଚ ହେବ । ମାର୍ଚ୍ଚ ୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ରେ ରାଜ୍ୟସଭା ନିର୍ବାର୍ଚନ ହେବ । ଓଡିଶାର ୪ ଆସନ ପାଇଁ ହେବ ନିର୍ବାଚନ । ଓଡିଶା ସମେତ ୧୦ ରାଜ୍ୟରେ ଖାଲି ହେଉଛି ୩୭ ଆସନ । ଓଡିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛିି । ମମତା ମହନ୍ତ, ନିରଞ୍ଜନ ବିଶି, ମୁନ୍ନା ଖାଁ, ସୁଜିତ କୁମାର ଏହି ସାଂସଦଙ୍କ କାର୍ଯ୍ୟକାଳ ସରୁଛିି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking