31.1 C
Bhubaneswar
Thursday, February 26, 2026
Homeଓଡିଶାତୋଷାଳି ଭବନରେ ଅଗ୍ନିକାଣ୍ଡ

ତୋଷାଳି ଭବନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ସତ୍ୟନଗର ତୋଷାଳି ଭବନରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ପୋଡି ପାଉଁଶ ହୋଇଯାଇଛି । ପରେ ଲୋକମାନେ ରୁମରୁ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ । ସୂଚନା ପାଇ ଅଗ୍ନିଶମ ଟିମ ଏବଂ ଖାରବେଳ ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । ପାଣିମାଡ କରି ନିଆଁକୁ ଆୟତ୍ତକୁ ଆଣିଥିଲେ ଅଗ୍ନିଶମ ଟିମ । ଅନ୍ୟପଟେ ନିଆଁ କିପରି ଲାଗିଲା ତାହାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ ସର୍ଟ ସର୍କିଟରୁ ନିଆଁ ଲାଗି ଯାଇଥାଇ ପାରେ ବୋଲି କୁହାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking