33.1 C
Bhubaneswar
Thursday, February 26, 2026
Homeଓଡିଶାରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ ଫର୍ମ ନେଲା ବିଜେଡି

ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ ଫର୍ମ ନେଲା ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ କସରତ ଆରମ୍ଭ ହୋଇଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ ଫର୍ମ ନେଇଛି ବିଜେଡି । ବିଧାନସଭା ସମ୍ମିଳନୀ କ୍ଷରୁ ୬ ସେଟ ଫର୍ମ ନେଲେ ସସ୍ମିତ ପାତ୍ର । ସୂଚନାଥାଉକି, ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ଆଜିଠୁ ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ରହିଛି । ମାର୍ଚ୍ଚ ୬ ରେ ନାମାଙ୍କନ ଯାଞ୍ଚ ହେବ । ମାର୍ଚ୍ଚ ୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ରେ ରାଜ୍ୟସଭା ନିର୍ବାଚନ  ହେବ । ଓଡିଶାର ୪ ଆସନ ପାଇଁ ହେବ ନିର୍ବାଚନ । ଓଡିଶା ସମେତ ୧୦ ରାଜ୍ୟରେ ଖାଲି ହେଉଛି ୩୭ ଆସନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking