27.1 C
Bhubaneswar
Thursday, February 26, 2026
Homeଓଡିଶାଗୋଲକଙ୍କ ନାଁରେ ଭିଜିଲାନ୍ସ ମାମଲା ରଦ୍ଦ

ଗୋଲକଙ୍କ ନାଁରେ ଭିଜିଲାନ୍ସ ମାମଲା ରଦ୍ଦ

ଭୁବନେଶ୍ୱର: ଭାଜପା ନେତା ଗୋଲକ ପ୍ରସାଦ ମହାପାତ୍ରଙ୍କୁ ଆଶ୍ବସ୍ତି । ହାଇକୋର୍ଟରେ ତାଙ୍କ ବିରୋଧରେ ବିଚାରାଧୀନ କୋଇଲା ବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ସଂପର୍କିତ ଭିଜିଲାନ୍ସ ମାମଲା ରଦ୍ଦ କରାଯାଇଛି । ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର, ଗୋଲକ ପ୍ରସାଦ ମହାପାତ୍ରଙ୍କ ଆବେଦନର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି । ଓଡ଼ିଶା କଞ୍ଜ୍ୟୁମର୍ସ କୋଅପରେଟିଭ ଫେଡେରେସନ ଲିମିଟେଡ୍‌ (ଓସିସିଏଫ) ସଭାପତି ଭାବେ ଆବେଦନକାରୀ କାର୍ଯ୍ୟ କରୁଥିବା ବେଳେ ୨୦୧୦ରେ ଭିଜିଲାନ୍ସ ଏହି ମାମଲା ରୁଜୁ କରିଥିଲା।୨୦୦୮-୧୦ ବର୍ଷରେ ଓସିସିଏଫ ପକ୍ଷରୁ କୋଇଲା ବଣ୍ଟନ କ୍ଷେତ୍ରରେ ବ୍ୟାପକ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking