27.1 C
Bhubaneswar
Thursday, February 26, 2026
Homeଓଡିଶାଓଟିଇଟି ଜାଲିଆତି ଘଟଣା: ଆସନ୍ତା ୫ରେ ଶୁଣାଣି

ଓଟିଇଟି ଜାଲିଆତି ଘଟଣା: ଆସନ୍ତା ୫ରେ ଶୁଣାଣି

କଟକ: ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ତାରିଖରେ ଶୁଣାଣି ହୋଇପାରେ। ଜାଲିଆତି ଘଟଣାରେ ଅଭିଯୁକ୍ତ ଡ. ନିହାର ରଞ୍ଜନ ମହାନ୍ତି, ଜିତନ ମହାରଣା, ରାମଜୀ ପ୍ରସାଦ ଗୁପ୍ତା, ବିଜୟ କୁମାର ମିଶ୍ର , ଜୟନ୍ତ କୁମାର ରାଉତ, ଅଜୟ କୁମାର ସାହୁ , ପ୍ରଶାନ୍ତ କୁମାର ଖମାରୀ ଓ ସନାତନ ବିଷୋୟୀଙ୍କ ଏକାଠି ଜାମିନ ଶୁଣାଣି ପାଇଁ ଆଜି ତାରିଖ ଧାର୍ଯ୍ୟ କରିଥିଲେ କୋର୍ଟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking