32.1 C
Bhubaneswar
Friday, February 27, 2026
Homeଓଡିଶାବହୁଚର୍ଚ୍ଚିତ ନିକିତା ହତ୍ୟା ମାମଲା: ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ବହୁଚର୍ଚ୍ଚିତ ନିକିତା ହତ୍ୟା ମାମଲା: ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର: ବହୁଚର୍ଚ୍ଚିତ ନିକିତା ହତ୍ୟା ମାମଲାରେ ଆସିଲା ରାୟ। ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ବେହେରା ଓରଫ୍ ନିକିତା ହତ୍ୟା ମାମଲାରେ ଅଭିଯୁକ୍ତ ସ୍ୱାମୀକୁ ଆଜୀବନ କାରାଦଣ୍ଡାଦେଶ । ନିକିତାଙ୍କ ସ୍ୱାମୀ ଲିପନ ସାହୁଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କଟକ ଏଡିଜେ-୩ କୋର୍ଟ । ଏହି ମାମଲାରେ ଲିପନର ବାପା ଓ ମାଆ ଖଲାସ ହୋଇଛନ୍ତି । ୨୦୧୯ରେ ନିଜ ଘର ଛାତରୁ ପଡ଼ି ନିକିତାଙ୍କ ମୃତ୍ୟୁ ହୋଇଥିଲା । ପରେ ଆଇପିସି ଧାରା ୩୦୨ରେ ହତ୍ୟା ମାମଲା ରୁଜୁ ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking