36.1 C
Bhubaneswar
Wednesday, March 4, 2026
Homeଓଡିଶାହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ

ହୋଲି ଖେଳିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖେଳିଲେ ହୋଲି । ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବିଶିଷ୍ଟ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ବାଚସ୍ପତି ସୁରମା ପାଢୀ , ପୋଲିସ ଡିଜି ୱାଇ ବି ଖୁରାନିଆ , ପୋଲିସ କମିଶନର ଏସ ଦେବଦତ୍ତ ସିଂ , ଭୁବନେଶ୍ୱରର ଡିସିପି ଜଗମୋହନ ମୀନାଙ୍କ ସମେତ ପ୍ରଶାସନିକ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ହୋଲିର ଶୁଭେଚ୍ଛା ଜଣାଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking