27.1 C
Bhubaneswar
Saturday, March 7, 2026
Homeଓଡିଶାମହାନଗରରେ ଆତ୍ମସମର୍ପଣ କଲେ ଜଙ୍ଗଲର ମାଓବାଦୀ

ମହାନଗରରେ ଆତ୍ମସମର୍ପଣ କଲେ ଜଙ୍ଗଲର ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କ ପାଇଁ ଆତ୍ମସମର୍ପଣ କରିବାର ଶେଷ ସୁଯୋଗ ମାର୍ଚ୍ଚ ୩୧ ତାରିଖ। ଆଉ ହାତଗଣତି କିଛି ଦିନ ରହିଗଲା। ନକ୍ସଲ ଯଦି ଜଂଗଲରୁ ବାହାରି ପୁଲିସ ନିକଟରେ ଆତ୍ମସମର୍ପଣ ନକରନ୍ତି, ତେବେ ସ୍ଥିତ ଭୟଙ୍କର ହେବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମତ ଶାହ ପୂର୍ବରୁ ସଫା ସଫା କହିଛନ୍ତି।ସରକାରଙ୍କ ଟାର୍ଗେଟ ଯେତେ ପାଖେଇ ଆସୁଛି, ନକ୍ସଲ ସେତେ ଜଂଗଲରୁ ବାହାରି ସଂଗଠନକୁ ତ୍ୟାଗ କରି ମୁଖ୍ୟସ୍ରୋତରେ ସାମିଲ ହେଉଛନ୍ତି। ଏହି କ୍ରମରେ ଆଜି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ସମ୍ମୁଖରେ ୧୩୦ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ହାଇଦ୍ରାବାଦରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ନକ୍ସଲମାନେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking