26.1 C
Bhubaneswar
Monday, March 9, 2026
Homeଓଡିଶାଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ: ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ

ଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ: ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ

ଭୁବନେଶ୍ୱର: ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ । ଗୃହରେ ସୁରୁଖୁରୁରେ ଚାଲିଛି ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ । ସୂଚନାଥାଉକି, ପୂର୍ବରୁ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନରେ ଗୃହ କାର୍ଯ୍ୟ ଅଚଳ ରହିଥିଲା। ବିରୋଧୀ ଗୃହରେ ହଟ୍ଟଗୋଳ କରିବା ଦ୍ୱାରା ବାରମ୍ବାର ବାଚସ୍ପତି ସୁରମା ପାଢୀ ଗୃହକୁ ମୁଲତବୀ କରୁଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking