32.1 C
Bhubaneswar
Monday, March 9, 2026
Homeଦେଶ ବିଦେଶରାଜ୍ୟସଭା ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

ରାଜ୍ୟସଭା ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି । ଓଡିଶା ବିହାର ଓ ହରିୟାଣା ପାଇଁ ବିଜେପିର ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୂଳ ଓଡିଶା ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । ଗୁଜୁରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ୱ ମିଳିଛି । ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking