ଭୁବନେଶ୍ୱର: ବିଜେଡିରେ କ୍ରସ ଭୋଟିଂ ହେବାର ସମ୍ଭାବନା ନାହିଁ । ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ସୂଚନା ଦେଇଛନ୍ତି । ୧୬ ତାରିଖ ଯାଏଁ ଭୁବନେଶ୍ୱର ନ ଛାଡିବାକୁ ନିର୍ଦ୍ଦେଶ ରହିଛି । ମୋଖିକ ଭାବେ ଦଳର ମୁଖ୍ୟ ସଚେତକ ଆମକୁ କହିଛନ୍ତି, ଅନ୍ୟପଟେ ଅଶ୍ୱିନୀ ପାତ୍ର ଆହୁରି କହିଛନ୍ତି, ରବି ଜେନାଙ୍କ ଶୂନ୍ୟସ୍ଥାନ ପୂରଣ କରିବେ ଦଳପତି ।










