ଭୁବନେଶ୍ୱର: ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ । ଏନେଇ ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି । ଡେସ୍କ ଓ ବେଞ୍ଚ ନଥିବାରୁ ତଳେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ । ଡେସ୍କ ଓ ବେଞ୍ଚ ଯୋଗାଇବାକୁ ପଦକ୍ଷେପ ନିଆଯାଉଛି କହିଛନ୍ତି ମନ୍ତ୍ରୀ ।