31.1 C
Bhubaneswar
Saturday, March 21, 2026
Homeଓଡିଶାଆଉ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ହେବନି: ମନ୍ତ୍ରୀ

ଆଉ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ହେବନି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆଉ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ହେବ ନାହିଁ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଚଳିତ ବର୍ଷ ୧୫ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତ ହେବାକୁ ଯାଉଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ସ୍କୁଲକୁ ଚେୟାର ଓ ଡେସ୍କ ଯୋଗାଇ ଦିଆଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking