27.1 C
Bhubaneswar
Sunday, March 22, 2026
Homeଦେଶ ବିଦେଶକଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଗୀତକୁ ପୋଷ୍ଟ କଲେ ମୋଦୀ

କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଗୀତକୁ ପୋଷ୍ଟ କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋସିଆଲ୍ ମିଡିଆ ପେଜ୍‌ରେ ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀଙ୍କ ଗୀତ । ଚୈତ୍ର ନବରାତ୍ରୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସୋସିଆଲ୍ ମିଡିଆ ପେଜ୍‌ରେ ଏକ ଭକ୍ତିମୟ ଓଡ଼ିଆ ଗୀତର ୟୁଟ୍ୟୁବ୍‌ ଲିଙ୍କ୍ ସେୟାର କରିଛନ୍ତି । ଗୀତର ନାଁ ରହିଛି ଦୁର୍ଗତିନାଶିନୀ ମାଆ ।ଏହି ଗୀତକୁ ଗାଇଛନ୍ତି ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀ। ମାଆଙ୍କର ଭକ୍ତିରେ ବିରାଟ ଶକ୍ତି ରହିଛି। ଦେବୀ ମାଆଙ୍କ ବନ୍ଦନାରେ ସ୍ରଦ୍ଧାଳୁଙ୍କ ମନ ସକାରାତ୍ମକ ଉର୍ଜାରେ ଭରିଯାଏ ବୋଲି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking