27.1 C
Bhubaneswar
Thursday, March 26, 2026
Homeଓଡିଶାଆସନ୍ତାକାଲି ଶ୍ରୀମନ୍ଦିରରେ ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ:  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଜନ୍ମନୀତି ଅନ୍ୟତମ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ମଧ୍ୟାହ୍ନ ଧୂପ ଭୋଗ ସରିବା ପରେ ଶ୍ରୀରାମ ଜନ୍ମନୀତି ଶେଷ ହେବା ପର୍ଯ୍ୟନ୍ତ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସମ୍ପନ୍ନ ହେବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking