27.1 C
Bhubaneswar
Saturday, March 28, 2026
Homeଓଡିଶାମହାନଦୀ ଜଳ ବିବାଦ: ଏପ୍ରିଲ ୧୧ରେ ପରବର୍ତ୍ତୀ ଶୁଣାଣି

ମହାନଦୀ ଜଳ ବିବାଦ: ଏପ୍ରିଲ ୧୧ରେ ପରବର୍ତ୍ତୀ ଶୁଣାଣି

କଟକ: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ବେଲା ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ ଏହି ଶୁଣାଣି କରାଯାଇଛି । ପରବତ୍ତୀ ଶୁଣାଣି ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବ । ଶୁଣାଣି ବେଳେ ଓଡ଼ିଶା ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଥିଲେ । ସେ ଓଡ଼ିଶା ବୈଷୟିକ ଟିମର ସମ୍ପୂର୍ଣ୍ଣ ବିବରଣୀ ଟ୍ରିବ୍ୟୁନାଲରେ ଉପସ୍ଥାପନ କରିଥିଲେ । ଶୁଣାଣି ପୂର୍ବରୁ ହୀରାକୁଦ ଠାରୁ ଆରମ୍ଭ କରି ମହାନଦୀ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲା ଟିମ୍ । ଏହାସହ ଏହି ଟିମ ମାର୍ଚ୍ଚ ମାସ ୭ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼ ଯାଇ ସ୍ଥିତି ପରଖିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking