36.1 C
Bhubaneswar
Friday, April 3, 2026
Homeଓଡିଶାଅବକାରୀ ବିଭାଗର ନୂତନ ଗାଇଡଲାଇନ

ଅବକାରୀ ବିଭାଗର ନୂତନ ଗାଇଡଲାଇନ

ଭୁବନେଶ୍ୱର: ଅବକାରୀ ବିଭାଗର ନୂଆ ଗାଇଡ ଲାଇନ । ଟେଟ୍ରା ପ୍ୟାକରେ ମିଳିବ ମଦ । ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର । ୧୮୦ ମିଲି ଯାଏଁ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ । ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ । ରାଜ୍ୟର ଅନ୍ୟାନ୍ୟ ବେଲାଭୂମିରେ ଓଟିଡିସିକୁ ବିକ୍ରି ପାଇଁ ଅନୁମତି ଦିଆଯାଇଛି । ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ କୁଡିଆ ଖୋଲାଯାଇ ମଦ ବିକ୍ରି ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking