35.2 C
Bhubaneswar
Wednesday, April 8, 2026
Homeଓଡିଶାଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଚଢାଉ

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସର ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସର ଚଢାଉ । ୬ଟି ସ୍ଥାନରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁରରେ ଭିଜିୁଲାନ୍ସ ଚଢାଉ ଜାରି ରଖିଛି । ତେବେ ମୁଖ୍ୟ ଯନ୍ତ୍ରୀଙ୍କ ଘରୁ ନଗଦ ଟଙ୍କା ସହ ଗହଣା ମିଳିଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking