27.2 C
Bhubaneswar
Wednesday, April 15, 2026
Homeଓଡିଶାସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା ୧୩ ତାରିଖ ଅର୍ଥାତ୍ ସୋମବାରଠାରୁ ଭିତର ରତ୍ନଭଣ୍ଡାର ଗଣତି ମଣତି ଆରମ୍ଭ ହେବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା ଦେଇଛନ୍ତି। ୧୪ ତାରିଖ ମହାବିଷୁବ ସଂକ୍ରାନ୍ତିରେ ପାଇଁ ବନ୍ଦ ରହିବ ଗଣତି ମଣତି। ପୁଣି ୧୬ରୁ ୧୮ ଯାଏଁ ଗଣତି ମଣତି ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking