ଭୁବନେଶ୍ୱର: ବିଜେଡି- କଂଗ୍ରେସ ମେଣ୍ଟ ନେଇ ପିସିସି ସଭାପତି ବଡ ସୂଚନା ଦେଇଛନ୍ତି । ହାଇକମାଣ୍ଡ ଚାହିଁଲେ ବିଜେଡି – କଂଗ୍ରେସ ମେଣ୍ଟ ହୋଇପାରେ । ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନରେ ହାଇକମାଣ୍ଡ ଚାହିଁଲେ ମେଣ୍ଟ ହୋଇପାରିବ । ଏଆଇସିସି ଯଦି ନିଷ୍ପତ୍ତି ନିଏ, ତାହାଲେ ଉଭୟ ଦଳ ମେଣ୍ଟ କରିପାରୁ । ଖୋର୍ଦ୍ଧାର କଂଗ୍ରେସ କାର୍ଯ୍ୟାଳୟ ଉଦଘାଟନ ବେଳେ ଏପରି କହିଲେ ଭକ୍ତ ଦାସ ।










