38.8 C
Bhubaneswar
Monday, April 13, 2026
Homeଓଡିଶାଏସସିବି ଅଗ୍ନିକାଣ୍ଡ: ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

ଏସସିବି ଅଗ୍ନିକାଣ୍ଡ: ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

କଟକ: କଟକ ବଡ ମେଡିକାଲ ଟ୍ରମା କେୟାର ଆଇସିୟୁ ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ । ଜଣେ ପୂର୍ବତନ ବିଚାରପତିଙ୍କ ଦ୍ୱାରା ଆଜି ଠାରୁ ଆରମ୍ଭ ହେଲା ତଦନ୍ତ । ଏସସିବି ପରିସରରେ ପହଞ୍ଚିଲେ ତଦନ୍ତକାରୀ ଟିମ । ମେଡିକାଲ ପ୍ରିନ୍ସିପାଲଙ୍କ କାର୍ଯ୍ୟାଳୟରେ ପହଞ୍ଚି କର୍ମଚାରୀଙ୍କୁ ପଚରାଉଚରା କରୁଥିବା ସୂଚନା ମିଳିଛି । ଗତ ମାର୍ଚ୍ଚ ମାସ ୧୬ ତାରିଖରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟି ୧୨ ଜଣ ରୋଗୀଙ୍କ ଜୀବନ ଯାଇଥିଲା । ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ରାଜ୍ୟ ସରକାର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking