34.5 C
Bhubaneswar
Wednesday, April 15, 2026
Homeଓଡିଶାଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ସନ୍ଧ୍ୟା ୬ଟାରୁ ରାତ୍ର ୧୦ ଘଣ୍ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ରୁ ରାତି ୧୦ ଯାଏଁ ଅର୍ଥାତ ୪ ଘଣ୍ଟାସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking