27.6 C
Bhubaneswar
Saturday, April 18, 2026
Homeଓଡିଶାଅକ୍ଷୟ ତୃତୀୟାରେ ସିଏମ କିଷାନ ସହାୟତା ରାଶି

ଅକ୍ଷୟ ତୃତୀୟାରେ ସିଏମ କିଷାନ ସହାୟତା ରାଶି

ଭୁବନେଶ୍ବର: ଚଳିତ ମାସ ୨୦ରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଯୋଗ୍ୟ ଚାଷୀଙ୍କୁ ସିଏମ-କିଷାନ ସହାୟତା ରାଶି ଦିଆଯିବ। କଟକସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରଦାନର ଶୁଭାରମ୍ଭ କରିବେ। ରାଜ୍ୟର ୪୧ ଲକ୍ଷ ୬୮ହଜାର ୫୮୨ ଚାଷୀଙ୍କୁ ଖରିଫ ସହାୟତା ପ୍ରଦାନ କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking