27.7 C
Bhubaneswar
Sunday, April 19, 2026
Homeଓଡିଶାରାଉରକେଲା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ରାଉରକେଲା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ରାଉରକେଲା : ରାଉରକେଲା ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୨୧ ତାରିଖରେ ରାଉରକେଲା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଚାଲିଛି ଜୋରଦାର ପ୍ରସ୍ତୁତି। ଏୟାର ପୋର୍ଟ ପାଖ ପଡିଆରେ ଏକ ବିରାଟ କାର୍ଯ୍ୟକ୍ରମ ପାଇଁ ହୋଇଛି ବ୍ୟବସ୍ଥା l ଏହି ଅବସରରେ ସେ ଚାରିଟି ବଡ଼ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ନୂତନ ଟ୍ରାଇବାଲ ମ୍ୟୁଜିୟମ୍, କମାଣ୍ଡ କଣ୍ଟ୍ରୋଲ ସେଣ୍ଟର, ସାଇନ୍ସ ପାର୍କ ଓ ପ୍ଲାନେଟୋରିୟମ୍ ଉଦଘାଟନ କରିବେ। ଏହା ସହ ଦଶ ହଜାରରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଭେଟିବେ ରାଷ୍ଟ୍ରପତି। ମହାମହିମଙ୍କୁ ସ୍ୱାଗତ ପାଇଁ ୩ ହଜାରରୁ ଅଧିକ ଛାତ୍ରଛାତ୍ରୀ ସାନ୍ତାଳି, ସମ୍ବଲପୁରୀ ଓ ଓଡିଶୀ ନୃତ୍ୟ ପରିବେଷଣ ପାଇଁ ଅଭ୍ୟାସ କରୁଛନ୍ତି। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ସହରବାସୀଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking