35.2 C
Bhubaneswar
Tuesday, April 21, 2026
Homeଓଡିଶାଆଜି ଜାନକୀବଲ୍ଲଭଙ୍କ ଶ୍ରଦ୍ଧାଞ୍ଜଳି ସଭା

ଆଜି ଜାନକୀବଲ୍ଲଭଙ୍କ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆସାମର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ସାରସ୍ବତ ସାଧକ ତଥା ପ୍ରଜ୍ଞାପୁରୁଷ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୂଣ୍ୟତିଥି ଉପଲକ୍ଷେ ଓଡ଼ିଶା ନାଗରିକ ମଞ୍ଚ ପକ୍ଷରୁ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଛି । ଏଥିରେ ପୂର୍ବତନ ପ୍ରଶାସକ ବିବେକ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଓ ଅମର ଶତପଥୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମଞ୍ଚର ଅନ୍ୟତମ ଆବାହକ ବିଜୟ ମହାପାତ୍ର ସଭା କାର୍ଯ୍ୟରେ ପୌରହିତ୍ୟ କରିବେ। କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ଆବାହକ ସୌମ୍ୟରଂଜନ ପଟ୍ଟନାୟକ ଓ ଦିଲ୍ଲୀପ ରାୟ ଅନୁରୋଧ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking