28.9 C
Bhubaneswar
Sunday, June 21, 2026
Homeଓଡିଶାଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ। କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ଅଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking