34.1 C
Bhubaneswar
Friday, April 24, 2026
Homeଓଡିଶାମେ ୧୧ରେ ବରଗଡରେ ଖୋଲିବ ଧାନ ମଣ୍ଡି

ମେ ୧୧ରେ ବରଗଡରେ ଖୋଲିବ ଧାନ ମଣ୍ଡି

ବରଗଡ଼: ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମେ’ ୧୧ତାରିଖରୁ ଜିଲାରେ ରବିଧାନ କିଣାବିକା ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକରେ ଜନପ୍ରତିନିଧି, ମିଲର୍ସ, ଚାଷୀ ପ୍ରତିନିଧି, ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ, ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା ଚର୍ଚ୍ଚାର ବିଷୟ ହୋଇଛି। ସଂଯୁକ୍ତ କୃଷକ ସଂଗଠନର ଉପଦେଷ୍ଟା ରମେଶ ମହାପାତ୍ର, ଚାଷୀନେତା ଈଶାନ୍ତ ଭୋଇ, ଉତ୍ପନ୍ନ କୁମାର ଭୋଇ, ସୁଦାମ ପାତ୍ର ପ୍ରମୁଖଙ୍କୁ ଏଭଳି ପୋଲିସ ଅଟକ ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking