35.1 C
Bhubaneswar
Saturday, April 25, 2026
Homeଓଡିଶାସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ବିଧାୟକ ଅରୁଣ ସାହୁ । କୌଣସି କାରଣ ନଥାଇ ଅବେଳରେ ସଂସଦ ଡାକିଥିଲେ କେନ୍ଦ୍ର ସରକାର । ଏହା ପୂର୍ବରୁ ୪୮ ଘଣ୍ଟାରେ ବିଧାନସଭା ଡାକିବାକୁ ଦାବି କରିଥିଲେ ବିରୋଧୀଦଳ ନେତା । ବିଲ ଆସିବା ପୂର୍ବରୁ କାହା ସହ ଆଲୋଚନା ନକରି ମହିଳା ସଂରକ୍ଷଣ ବିଲ ଆଣିଲେ । ବିଲ ଆସିବା ପୂର୍ବରୁ ବିଜେପି ଏନେଇ ଅନେକ ପ୍ରଚାର କଲା । ଏବେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି । ଏବେ ବିଧାନସଭା କାହିଁକି ଡାକିଲେ ତାହା ମଧ୍ୟ ଜଣାଇ ନାହାନ୍ତି । ୩୦ ତାରିଖରେ ତାଙ୍କ ସହ ଦେଖାଦେଖି ହେବ ବୋଲି କହିଛନ୍ତି, ଅରୁଣ ସାହୁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking