ଭୁବନେଶ୍ୱର: ଆସନ୍ତା କାଲି ସୋମବାର ( ଏପ୍ରିଲ ୨୭ ତାରିଖ) ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ନିକଟରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା l










