25.1 C
Bhubaneswar
Saturday, May 2, 2026
Homeଓଡିଶାମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର: ଆସନ୍ତା ସୋମବାର ମେ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ଖରା ଯୋଗୁଁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ଯମ ଜରିଆରେ ଜଣାଇ ଦିଆଯିବ ବୋଲି କୁହାଯାଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking